pakka

ବାଲାଟ୍ ପେପର ଓ ଭୋଟ ବାକ୍ସ ଲୁଟ୍ ଘଟଣାରେ ୫ ଗିରଫ

bbehera

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ପଟସରା ପଞ୍ଚାୟତ ୧ ଓ ୨ ନମ୍ବର ବୁଥରୁ ଗତକାଲି ମତଦାନ ଚାଲିଥିବା ସମୟରେ ଜୋର ଜବରଦସ୍ତ ବୁଥ ଭିତରେ ପଶି ବାଲାଟ ପେପର ଓ ବାକ୍ସ ଲୁଟି ନେଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ଜଗତସିଂହପୁର ପୋଲିସ ୫ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି । ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୋଲିସ ଚଢାଉ ଜାରି ରଖିଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

ten − 7 =