ପୋଲିସ ଉଚ୍ଚ ପ୍ରଥମିକ ସ୍କୁଲରେ ଏକ ୱାଟର କୁଲର ଓ ପ୍ୟୁରିଫାୟାର ଉଦ୍‌ଘାଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହର ସ୍ଥିତ ମନୋହର ପୋଲିସ ଉଚ୍ଚ ପ୍ରାଥମିକ ସ୍କୁଲରେ ଆଜି ଏକ ୱାଟର କୁଲର ଓ ପ୍ୟୁରିଫାୟାର ଲୋକର୍ପଣ କରାଯାଇଥିଲା । ଓଟିଡିସି ଅଧ୍ୟକ୍ଷ ଶ୍ରୀମୟୀ ମିଶ୍ର ଏହାକୁ ଉଦ୍‌ଘାଟନ କରିଥିଲେ । ସ୍କୁଲ ଛାତ୍ରଛାତ୍ରୀଙ୍କୁ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଯୋଗାଣ ନିମନ୍ତେ ଓଟିଡିସି ପକ୍ଷରୁ ଏହି ମେସିନ ଯୋଗାଇ ଦିଆଯାଇଛି । ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ବିଜୟଲକ୍ଷ୍ମୀ ମିଶ୍ର ଓ ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.