csstore

ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ତରଫରୁ ସମ୍ବଲପୁର ପୁଲିସ ଉପନିରୀକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ

ସମ୍ବଲପୁର, (କେପିଏନ୍‌ଏସ୍‌) : ମମିତା ମେହେର ହତ୍ୟା ଘଟଣାର ନିରପେକ୍ଷ ତଦନ୍ତ ସହ ସିବିଆଇକୁ ହସ୍ତାନ୍ତର କରିବା ପାଇଁ ଆଜି ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ତରଫରୁ ସମ୍ବଲପୁର ପୁଲିସ ଉପନିରୀକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିବା ବେଳେ ପୁଲିସ ଉପ ନିରୀକ୍ଷକଙ୍କ ଅନୁପସ୍ଥିତିନେ କ୍ରାଇମ୍ ଇନ୍ସପେକ୍ଟର୍ ଶ୍ରୀମତୀ ସନ୍ଧ୍ୟାରାଣୀ ଜେନାଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଥିଲା । ଏହା ସହ ବିଭିନ୍ନ ଜାଗାରେ ନାରୀ ମାନଙ୍କ ପ୍ରତି ହେଉଥିବା ନିର୍ଯ୍ୟାତନାକୁ ବନ୍ଦ କରିବା ସହ ମମିତା ମେହେର ହତ୍ୟା ଘଟଣାରେ ସଂପୃକ୍ତ ଦୋଷୀ ମାନଙ୍କଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବୀ କରାଯାଇଥିଲା ।

jayashree
Leave A Reply

Your email address will not be published.