ବୌଦ୍ଧ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର : ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସୋରଡ଼ା ଓ ବୌଦ୍ଧ ସାଧାରଣ ସଭାରେ ଯୋଗ ଦେବେ ବୋଲି ଜଣାଯାଇଛି । ଏହାଛଡ଼ା ଅମିତ ଶାହ କଟକରେ ରୋଡ୍ ସୋ କରିବେ । ଅମିତ ଶାହଙ୍କ ରୋଡ ସୋ ବକ୍ସି ବଜାରର ଗୋପବନ୍ଧୁ ପାର୍କ ନିକଟରୁ ବାହାରି ବକ୍ସି ବଜାର, ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର, ନୟାସଡ଼କ, ବାଲୁ ବଜାର, ଚାନ୍ଦିନୀଚୌକ, ମହମ୍ମଦିଆ ବଜାର ଓ ଶେଖ ବଜାର ଦେଇ ଚଣ୍ଡୀ ମନ୍ଦିର ଯାଏ ହେବ ବୋଲି ସୂଚନା ରହିଛି ।

Leave A Reply

Your email address will not be published.