pakka

ପ୍ରଥମରୁ ଦଶମ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ‘ଶିକ୍ଷା ଦର୍ପଣ’ କାର୍ଯ୍ୟକ୍ରମ ଓ ୟୁଟ୍ୟୁବ୍ ମାଧ୍ୟମରେ ଶିକ୍ଷାଦାନ ବ୍ୟବସ୍ଥା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା କାଲି ଠାରୁ ପ୍ରତିଦିନ ସକାଳ ୯ଟାରୁ “୧ମରୁ ୧୦ମ ଶ୍ରେଣୀ” ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ‘ଶିକ୍ଷା ଦର୍ପଣ’ କାର୍ୟ୍ୟକ୍ରମ ଓ ୟୁଟ୍ୟୁବ୍ ମାଧ୍ୟମରେ ଶିକ୍ଷାଦାନ ବ୍ୟବସ୍ଥା ଆରମ୍ଭ କରାଯିବ। http://osepa.odisha.gov.in କିମ୍ବା ବିଦ୍ୟାଳୟ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀଙ୍କ ସହ ଯୋଗାଯୋଗ କରନ୍ତୁ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

4 − 3 =