pakka

କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍‌ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ତଥା ନିର୍ମଣାଧୀନ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମର୍କ ବିଭାଗ ପକ୍ଷରୁ ଟ୍ୱିଟ ମାଧ୍ୟମରେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

14 + four =