ଧୋନୀଙ୍କୁ ପଛରେ ପକାଇ ରେକର୍ଡ କଲେ ପନ୍ତ

ବ୍ରିସ୍‌ବେନ୍‌ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି । ତେବେ ରିଷଭ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ରେକର୍ଡ ଭାଙ୍ଗିଛନ୍ତି । ରିଷଭ ବ୍ରିସବେନ ଟେଷ୍ଟର ଦ୍ୱିତୀୟ ଇନିଂସରେ ଭଲ ଖେଳିବା ସହ ଏକ ନୂଆ ରେକର୍ଡ ହାସଲ କରିଛନ୍ତି । ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ କରିଥିବା ସବୁଠାରୁ ଦ୍ରୁତତମ ବ୍ୟାଟ୍ସମ୍ୟାନ୍‌/ଉଇକେଟ କିପର ହୋଇଛନ୍ତି । ସେ କ୍ୟାପଟେନ କୁଲ ଧୋନୀଙ୍କ ରେକର୍ଡ ମଧ୍ୟ ଭାଙ୍ଗିଛନ୍ତି । ୧୦୦୦ ଟେଷ୍ଟ ରନ୍‌ ପୂରଣ କରିଥିବା ରିଷଭ ହେଉଛନ୍ତି ଭାରତର ୭ମ ଓ୍ବିକେଟ କିପର । ତାଙ୍କ ପୂର୍ବରୁ ଏହି ରେକର୍ଡ ଧୋନୀଙ୍କ ନାମରେ ଥିଲା ।

Leave A Reply

Your email address will not be published.