pakka

ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ଋତୁପର୍ଣ୍ଣା ପାଇବେ ସମ୍ମାନଜନକ ଏକଲବ୍ୟ ପୁରସ୍କାର

kalikesh

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ୨୦୨୧ ପାଇଁ ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇବେ ବୋଲି ସୂଚନା ମିଳିଛି । ଏନେଇ ଆଜି ଏକଲବ୍ୟ ପୁରସ୍କାର ଜୁରୀ କମିଟି ତାଙ୍କୁ ଚୟନ କରିଥିବା ବେଳେ ପୁରସ୍କାର ବାବଦକୁ ତାଙ୍କୁ ୫ ଲକ୍ଷ ଟଙ୍କା ଓ ମାନପତ୍ର ମିଳିବ । ଅନ୍ୟମାନଙ୍କ ମଧ୍ୟରେ ଫୁଟବଲ ଖେଳାଳି ପ୍ୟାରୀ ଖାଖା ଓ ସାଇକେଲ ଚାଳିକା ସ୍ୱସ୍ତି ସିଂଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ । ସେମାନଙ୍କୁ ୫୦ ହଜାର ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ ।

pp
Leave A Reply

Your email address will not be published.

1 × one =