ଟୋକିଓ ଅଲିମ୍ପିକ୍ସରେ ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ପିଭି ସିନ୍ଧୁ ଜିତିଲେ ବ୍ରୋଞ୍ଜ ପଦକ

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ପିଭି ସିନ୍ଧୁ ଜିତିଛନ୍ତି ବ୍ରୋଞ୍ଜ ପଦକ । ତେବେ ପିଭି ସିନ୍ଧୁ ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ଚୀନ୍ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇଛନ୍ତି । ହେ ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨-୦ ସେଟ୍‌ରେ ହରାଇ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ପିଭି ସିନ୍ଧୁ ଜିତିଛନ୍ତି ।

Leave A Reply

Your email address will not be published.

fifteen − eleven =