ଡିଜେ, ବାଣ ଫୁଟା ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ
				ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବିବାହ ପ୍ରୋଶେସନରେ ମାନୁନାହାନ୍ତି କରୋନା କଟକଣା । ମନ ଇଚ୍ଛା ଡିଜେ ବଜାଇ ବାଣ ଫୁଟାଇ ଧୂମଧାମ୍ରେ ନାଚୁଛନ୍ତି ବରଯାତ୍ରୀ । ଡିଜେ ସାଉଣ୍ଡରେ ବରିଷ୍ଠ ନାଗରିକ, ହୃଦ୍ରୋଗରେ ଆକ୍ରାନ୍ତ ବ୍ୟକ୍ତି, ଛୋଟ ପିଲାଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି ।!-->…					
Read More...
				Read More...
