ଅଘୋଷିତ ବିଦ୍ୟୁତ୍ କାଟ ପ୍ରତିବାଦରେ କେଶରୀୟା ହିନ୍ଦୁ ବାହିନୀ ତରଫରୁ ବିଦ୍ୟୁତ୍ କାର୍ଯ୍ୟାଳୟ ଘେରାଉ
ବଲାଙ୍ଗିର, (କେପିଏନ୍ଏସ୍) : ରାଜ୍ୟରେ ମାତ୍ରାଧିକ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ଏବଂ ବଲାଙ୍ଗିର ସହର ତଥା ଏହାର ଆଖପାଖ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍ କାଟ ପ୍ରତିବାଦରେ କେଶରୀୟା ହିନ୍ଦୁ ବାହିନୀ ତରଫରୁ ଆଜି ସକାଳ ୧୧ ଟା ସମୟରେ ଜିଲ୍ଲା ସଭାପତି ପ୍ରଦୀପ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ!-->…
Read More...
Read More...