Browsing Tag

ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ନୃସିଂହନାଥରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ନୃସିଂହନାଥରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲର ନୃସିଂହନାଥ ମନ୍ଦିର ପରିସରରେ ଆଜି କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଭାରତ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ନେହେରୁ ଯୁବ କେନ୍ଦ୍ର ବରଗଡର ସ୍ୱେଛାସେବୀମାନେ ପ୍ଲାଷ୍ଟିକ ଓ ଆବର୍ଜନା ସଫା କରିଥିଲେ ।
Read More...