Browsing Tag

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଆଗଲପୁର ବ୍ଲକ ଲୁହୁରାମୁଣ୍ଡା ଗ୍ରା.ପ., ବେଲପଡା ବ୍ଲକ ବେଲପଡା ଗ୍ରା.ପ. ଏବଂ କଣ୍ଟାବାଞ୍ଜି ଏନ୍‌ଏସି ୱାର୍ଡ ନଂ.୫ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରାକରୀ ସୂତ୍ରରେ କୁହାଯାଇଛି । ସଇଁନ୍ତଲା ବ୍ଲକ ବଡମାଲ ଗ୍ରା.ପ.ରୁ ୨ ଜଣ ଏବଂ ବୁଡାବାହାଲ ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଆଗଲପୁର ବ୍ଲକ ଭରସୁଜା ଗ୍ରା.ପ.ରୁ ଜଣେ, ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୬ ଏବଂ ୱାର୍ଡ ନଂ.୫ରୁ ଜଣେ ଲେଖାଏଁ କରୋନା ଆକ୍ରନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି
Read More...