Browsing Tag

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବେଲପଡା ବ୍ଲକ ମଣ୍ଡଲ ଗ୍ରା.ପ.ରୁ ଏବଂ ତୁରେକେଲା ବ୍ଲକ ଘୁନେସ ଗ୍ରା.ପ.ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ସଇଁନ୍ତଲା ବ୍ଲକ ବଡମାଲ ଗ୍ରା.ପ.ରୁ ଜଣେ ଏବଂ ଟିଟିଲାଗଡ ପୌରାଂଚଳ ୱାର୍ଡ ନଂ.୨ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...