ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର
				ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଓଡ଼ିଶା ମୋ ପରିବାର ପକ୍ଷରୁ ଆଜି ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରାଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଶିବିରକୁ ଓଡ଼ିଶା ମୋ ପରିବାରର ସଂଯୋଜକ ଗୌର ମିଶ୍ର ଉଦ୍ଘାଟନ କରିଥିଲେ । ଏଥିରେ ବହୁ ଯୁବ ରକ୍ତଦାତା ରକ୍ତଦାନ କରିଥିଲେ । ଉକ୍ତ!-->…					
Read More...
				Read More...
