କୁତମୁଣ୍ଡା ଗ୍ରାମର ଶତାଧିକ କର୍ମୀ ବିଜେଡିରେ ଯୋଗଦାନ କଲେ
ପାଟଣାଗଡ, (ଗୋରେଖନାଥ ବରିହା) : ବିଜୁ ଜନତା ଦଳର ସୁପ୍ରିମୋ ତଥା ଲୋକ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଓ ନିର୍ମଳ ଶାସନରେ ଅନୁପ୍ରାଣିତ ହେବା ସହ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେରଙ୍କ ନେତୃତ୍ୱ ପ୍ରତି ଆସ୍ଥା ରଖି ଦିନକୁ ଦିନ ବିଜେଡି ଦଳରେ କର୍ମୀ ସଂଖ୍ୟା!-->…
Read More...
Read More...