ଗତ ୨୪ ଘଂଟାରେ ୫୩୯ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୭ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୮୨୯ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୬ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୨୨୩ ଜଣ ଆଂଚଳିକ!-->…
Read More...
Read More...