ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ,!-->…
Read More...
Read More...