Browsing Tag

ଚିନ୍ତାନାୟକ କିଶନ ପଟ୍ଟନାୟକଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ

ଚିନ୍ତାନାୟକ କିଶନ ପଟ୍ଟନାୟକଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ ସୌଖୀନ ରଙ୍ଗମଂଚଠାରେ ମହାନ ଚିନ୍ତାନାୟକ ତଥା ରାଜନେତା କିଶନ ପଟ୍ଟନାୟକଙ୍କ ୧୭ ତମ ଶ୍ରାଦ୍ଧବାର୍ଷିକୀ ଆଜି ସଂଧ୍ୟାରେ ପାଳିତ ହୋଇଯାଇଛି । କିଶନ ପଟ୍ଟନାୟକ ସମତା ଟ୍ରଷ୍ଟ ଦ୍ୱାରା ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଉତ୍ପନ୍ନ ଭୋଇ ସଭାପତିତ୍ୱ କରିଥିଲେ ।
Read More...