Browsing Tag

ଜଣେ ଗୁରୁତର

ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ : ଜଣେ ମୃତ, ଜଣେ ଗୁରୁତର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା କୋଦଳା ରେଞ୍ଜର ବଙ୍ଗଳା ସାହିରେ ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବାରୁ ଜଣଙ୍କର ମୃତ୍ୟୁ ହୋଇତିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମୃତ ବ୍ୟକ୍ତି ଜଣକ ହେଲେ କାଳୁ ଦାସ । ତେବେ ଗାଁରେ ଉତ୍ତେଜନା ଲାଗି
Read More...

ବିଳମ୍ବିତ ରାତିରେ ହାତୀ ଆକ୍ରମଣ : ଜଣେ ମୃତ, ଜଣେ ଗୁରୁତର

ପାଟଣାଗଡ଼, (ଗୋରେଖନାଥ ବରିହା) : ଗୁରୁବାର ବିଳମ୍ବିତ ରାତିରେ ବ୍ରାହ୍ମଣୀ ଗାଁରେ ହାତୀ ଆକ୍ରମଣରେ ଜଣେ ମୃତ ଓ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ହରିଶଙ୍କର ବନାଞ୍ଚଳରେ ଗତ କିଛି ଦିନ ହେଲା ହାତୀର ଆତଙ୍କ ହେଉଛି । ଗତ ରାତି
Read More...

ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ :୨ ମୃତ, ଜଣେ ଗୁରୁତର

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଦ୍ୱାରସୁଣି ଘାଟିରେ ଭାରସାମ୍ୟ ହରାଇ ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ । ଫଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମୃତାହତଙ୍କର ବର୍ତ୍ତମାନ ପରିଚୟ ମିଳି
Read More...

ଦୁର୍ଗା ମନ୍ଦିର ସମ୍ମୁଖରେ ଟମାଟୋ ବୋଝେଇ ପିକ୍‌ଅପ୍‌ ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସହରର ଦୁର୍ଗା ମନ୍ଦିର ସମ୍ମୁଖରେ ଟମାଟୋ ବୋଝେଇ ପିକ୍‌ଅପ୍‌ ଗାଡି ଧକ୍କାରେ ଜଣେ ମୃତ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଯୋଗ୍ୟ ଯେ, ଉଭୟ ମହିଳା ଦ୍ୱୟ ଆଜି ସକାଳେ ବରଗଡ଼ ରୋଡ଼ ଆଡୁ ସେମାନେ ମର୍ଣ୍ଣିଂ ଓ୍ୱାକ୍ ସାରି ଘରକୁ
Read More...