ଜିଲ୍ଲା ପରିବହନ ଓ ପୋଲିସ ବିଭାଗ ତରଫରୁ ରାତ୍ରିକାଳୀନ ସ୍ୱତନ୍ତ୍ର ଯାଞ୍ଚ : ୧୧ଟି ବିଭିନ୍ନ ଯାନ ଜବତ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ଓଡିଶା ସରକାରଙ୍କ ପରିବହନ କମିଶନର ତଥା ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଆବୋଲୀ ସୁନିଲ ନରୱଣେଙ୍କ ନିର୍ଦେଶ ମତେ ଗତକାଲି ରାତ୍ରିରେ ସୁବର୍ଣ୍ଣପୁର ଜିଲ୍ଲାରେ ମଦ୍ୟପାନ କରି ଗାଡି ଚଳାଇବା ଉପରେ ପୋଲିସ ଅଧିକାରୀଙ୍କ ସହ ପରିବହନ ବିଭାଗ କର୍ମଚାରୀଙ୍କ!-->…
Read More...
Read More...