ଟୋପାଏ ପାଣି ପାଇଁ କଲବଲ ହେଉଛନ୍ତି ଅରାକାମ୍ବା ଗ୍ରାମର ୭୦ରୁ ଅଧିକ ପରିବାର
ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟବାସୀ ଏବେ ଛଟପଟ । ଘରେ ହେଉ ବା ବାହାରେ ସବୁଠି ଗରମରୁ ଟିକେ ରକ୍ଷା ପାଇବା ପାଇଁ କଲବଲ ହେଉଛନ୍ତି । ସେପଟେ ଗାଁ ଠୁ ସହର ସବୁଠି ଦେଖାଗଲାଣି ଜଳକଷ୍ଟ । ଜଳାଶୟ ଗୁଡିକରୁ ପାଣି ଶୁଖିଗଲାଣି । ସେପଟେ ଟୋପେ!-->…
Read More...
Read More...