ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ
କଣ୍ଟାବାଞ୍ଜି : ବଡଡକଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ପରିଚାଳନା କମିଟି ଗଠନ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଳିତ ମୋହନ ବାରିକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଭିଭାବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।!-->…
Read More...
Read More...