ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଉପକରଣ ଦେବା ପାଇଁ ବ୍ଳକ ସ୍ତରୀୟ ଚିହ୍ନଟ ଶିବିର ଅନୁଷ୍ଠିତ
ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ବେଲପଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଆଜି ବ୍ଳକ ସ୍ତରୀୟ ଚିହ୍ନଟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବେଲପଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭିକ୍ଟୋର ସୋରେନ୍ ଯୋଗଦାନ କରି କାର୍ଯ୍ୟକୁ!-->…
Read More...
Read More...