Browsing Tag

ନୂଆପଡା ଜିଲ୍ଳାର ମହିଳା ରାଜମିସ୍ତ୍ରୀ ପଦ୍ମିନୀ ରଣା

ନୂଆପଡା ଜିଲ୍ଳାର ମହିଳା ରାଜମିସ୍ତ୍ରୀ ପଦ୍ମିନୀ ରଣା

ନୂଆପଡା, (ନିରାକାର ମେହେର) : ସବୁବେଳେ କଥା କଥାରେ ପୁରୁଷ ଓ ମହିଳାଙ୍କ କାମକୁ ନେଇ ବହୁତ ସ୍ଥାନରେ ତୁଳନା କରାଯାଏ । ଏହି କାମ ମହିଳାମାନେ କରିପାରନ୍ତି ନାହିଁ ପୁରୁଷମାନେ କରିପାରନ୍ତି । ଏମିତି କଥା ସବୁବେଳ ଶୁଣିବାକୁ ମିଳେ । ଏପରି ଏକ ଦୃଶ୍ୟ ଦେଖିବାକୁ ମଳିଛି ନୂଆପଡା ଜିଲ୍ଲା କୋମନା
Read More...