ପିପିଲି ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ
ପିପିଲି, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ପିପିଲିର ବିଧାୟକ ଭାବେ ରୁଦ୍ରପ୍ରତାପ ମହାରଥୀ ଶପଥ ଗ୍ରହଣ କରିଛନ୍ତି । ସେ ବାଚସ୍ପତିଙ୍କ ବିଧାନସଭା ପ୍ରକୋଷ୍ଠରେ ଏହି ଶପଥ ଗ୍ରହଣ କରିଛନ୍ତି । ତାଙ୍କୁ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଶପଥ କରାଇଥିଲେ । ଏନେଇ ଏକ ଟୁଇଟ କରି ବାଚସ୍ପତି!-->…
Read More...
Read More...