ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା
ଲୋଇସିଂହା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ ଜୁଡାମୁଣ୍ଡା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ଯୁବକ ଜଣେ ଯୁବକଙ୍କୁ ହତ୍ୟା କରିଥିବା ଖବର ମିଳିଛି । ହତ୍ୟାକାଣ୍ଡରେ ଶିକାର ହୋଇଥିବା ଯୁବକ ଜଣକ ହେଲେ ରୂପକ ହନୁମାନ । ସୂଚନା ଅନୁସାରେ…
Read More...
Read More...