ବରଗଡ ଜିଲ୍ଳାରେ ଆହେତୁକ ନିଶା କାରବାର ଉପରେ ଅଙ୍କୁଶ ଓ ସାଧାରଣ ଜନତାଙ୍କ ସୁରକ୍ଷା ଦାବୀ କଲା ସମ୍ବିଧାନ ସୁରକ୍ଷା ମଂଚ
ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲାରେ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେଉଥିବା ବେଳେ ବରଗଡ଼ ସହର ଓ ଅନ୍ୟ ବ୍ଲକରେ ନିଶା କାରବାର ଦ୍ରୁତ ଗତିରେ କାୟା ବିସ୍ତାର କରି ଚାଲିଛି । ଯୁବକମାନେ ମୁଖ୍ୟତଃ ଏହି ନିଶା ସେବନରେ ଗ୍ରାସ ହୋଇ ନିଜ ଜୀବନକୁ ଖରାପ କରିବା ସହ!-->…
Read More...
Read More...