Browsing Tag

ବରପାଲିଠାରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ବରପାଲିଠାରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କାଂସଡା ଗ୍ରାମ ପଞ୍ଚାୟତ ବରପାଲି ଗ୍ରାମଠାରେ ଜୟ ଭାରତ ଆଇକନ ହେଲଥ କେୟାର ଅନୁଷ୍ଠାନ ତରଫରୁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ପାଇକମାଳ ବ୍ଲକ ଅଧ୍ୟକ୍ଷ ଅଲତାଫ ମହମ୍ମଦ ମୁଖ୍ୟ ଅତିଥି ଭାବେ
Read More...