ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ. ୫ରୁ ଜଣେ ଓ ଲୋଇସିଂହା ବ୍ଲକ ଉପରବାହାଲ ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...
Read More...