ବଲାଙ୍ଗିର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ସର୍ବଭାରତୀୟ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଏକ ସର୍ବଭାରତୀୟ ରସଶାସ୍ତ୍ର ଓ ଭୈଷଜ୍ୟ କଳ୍ପନା ବିଷୟ ଅନ୍ତର୍ଗତ ଏକ ୬ ଦିନିଆଁ ଡିସେମ୍ବର ୬ରୁ ୧୧ ତାରିଖ ପର୍ଯ୍ୟନ୍ତ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଏଥିରେ ବିଭିନ୍ନ!-->…
Read More...
Read More...