ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାକୁ ନେଇ ଆଜି ଜିଲ୍ଲା ବିଜେପି ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ ପାଳନ
ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାକୁ ନେଇ ଆଜି ଜିଲ୍ଲା ବିଜେପି ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ ପାଳନ ହୋଇଛି । ମାମଲାର ସିବିଆଇ ତଦନ୍ତ ସହ ଘଟଣାରେ ସଂପୃକ୍ତ ରାଜ୍ୟ ସରକାରଙ୍କ ଗୃହମନ୍ତ୍ରୀ ଦିବ୍ୟଶଂକର ମିଶ୍ରଙ୍କ ବହିଷ୍କାର ଦାବୀରେ ସକାଳ!-->…
Read More...
Read More...