ବାରାହ ଆକ୍ରମଣରେ ଜଣେ ଆହତ
କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲାର ତୁରେକେଲା ବ୍ଳକ ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ ଅଛି । ଏଣୁ ଜଙ୍ଗଲରେ ଜଙ୍ଗଲି ଜୀବଜନ୍ତୁ ଯଥା ଭାଲୁ, ହାତୀ, ବିଲୁଆ, ଚିତାବାଘ, ବାରାହ ଆଦି ଦେଖିବାକୁ ମିଳନ୍ତି । ସୂଚନା ଅନୁସାରେ ଆଜି ସକାଳେ ଲାଠୋର ନିବାସୀ ନେତ୍ରାନନ୍ଦ ଦାସ ନିଜ!-->…
Read More...
Read More...