ବିଜେଡି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ
ବଙ୍ଗୋମୁଣ୍ଡା, (ମନୀଷ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଂଚାୟତର ବିଭିନ୍ନ ସ୍ଥାନରେ ବିଜେଡି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବ୍ଲକ ବିଜେଡି ସଭାପତି ସଞ୍ଜୟ ବେହେରାଙ୍କ ନେତୃତ୍ୱରେ କପିଲାଭଟା!-->…
Read More...
Read More...