ବୀମା କମ୍ପାନୀର ଟାଳଟୁଳ ନୀତି : ଜିଲ୍ଲାପାଳଙ୍କ ଅଫିସ ଘେରିଲେ ଚାଷୀ
ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲ୍ଲା ପଦ୍ମପୁର ଉପଖଣ୍ଡରେ ଚଳିତ ବର୍ଷ ମରୁଡ଼ି ପରିସ୍ଥିତି ଉପୁଜିଛି । ମାତ୍ର ଏଭଳି ସ୍ଥିତିରେ ବୀମା କମ୍ପାନୀ ଚାଷୀଙ୍କୁ ବୀମା ସହାୟତାରୁ ବଞ୍ଚିତ କରିବା ପାଇଁ ନାନା ଆଳ ଦେଖାଇବା ଆରମ୍ଭ କରି ଦେଇଛି । ବୀମା କମ୍ପାନୀ ବେଆଇନ ଭାବେ ଚାଷୀଙ୍କ!-->…
Read More...
Read More...