Browsing Tag

ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ସ୍ଥିତ ଖଡ଼ିଆଳ କ୍ଲବଠାରେ ତୃତୀୟ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଖଡ଼ିଆଳ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ ।
Read More...