Browsing Tag

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ପ୍ରଥମେ ମୁଖ୍ୟମନ୍ତ୍ରୀ ସଭାସ୍ଥଳରେ ପହଞ୍ଚି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିମନ୍ତେ ଜମି ପ୍ରଦାନ କରିଥିବା ୧୦ ଜଣ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।
Read More...