ମ.ରାମପୁରକୁ ରାଜସ୍ୱ ମାନ୍ୟତା ପ୍ରସଙ୍ଗ : ରାଜସ୍ୱ ମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ କଲା ମିଳିତ କ୍ରିୟାନୁଷ୍ଠାନ କମିଟି
ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ପ୍ରସଙ୍ଗରେ ଗତ ୬ ତାରିଖରେ ମ.ରାମପୁରକୁ ୧୨ ଘଂଟିଆ ବନ୍ଦ ଡ଼ାକରା ଦେଇଥିଲା ମିଳିତ କ୍ରିୟାନୁଷ୍ଠାନ କମିଟି । ଏହି ବନ୍ଦ ଡ଼ାକରା ସଂପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଏବଂ ସଫଳ ହେବା ପରେ ମିଳିତ!-->…
Read More...
Read More...