Browsing Tag

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ଖୋର୍ଦ୍ଧାରେ ସର୍ବାଧିକ

ବଢୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ଜଣ
Read More...