ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା
ଭୁବନେଶ୍ୱର, (କେପିଏନ୍ଏସ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୪ଜଣ, ଅନୁଗୁଳ ଏବଂ ଜଗତସିଂହପୁର ଜିଲ୍ଲାରୁ ୮ଜଣ ଲେଖାଏଁ,!-->…
Read More...
Read More...