Browsing Tag

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୪ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଏବଂ ଅନୁଗୁଳରୁ ଜଣେ ସଂକ୍ରମିତଙ୍କ ଜୀବନ ନେଇଛି କରୋନା ।
Read More...