Browsing Tag

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ସିଆର୍‌ପିଏଫ୍‌ ୧୮୯ ବାଟାଲିୟାନ୍‌ ତରଫରୁ ଗଣଦୌଡ଼ ଆୟୋଜିତ

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ସିଆର୍‌ପିଏଫ୍‌ ୧୮୯ ବାଟାଲିୟାନ୍‌ ତରଫରୁ ଗଣଦୌଡ଼ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୬ ତମ ଜନ୍ମ ବାର୍ଷିକୀ । ଭାରତକୁ ଏକତାର ସୂତ୍ରରେ ବାନ୍ଧି ରଖିବାରେ ତାଙ୍କ ପ୍ରୟାସକୁ ସମ୍ମାନ ଜଣାଇ ତାଙ୍କ ଜୟନ୍ତୀକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଉଛି । ଏହି ଅବସରରରେ ଆଜି ସିଆର୍‌ପିଏଫ୍‌ ୧୮୯
Read More...