ରେଳ ଷ୍ଟେସନରେ ଯାତ୍ରୀ ସେବାର ସୁବନ୍ଦୋବସ୍ତ କରାଯାଉ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାରର ସମ୍ମିଳନୀ କକ୍ଷରେ ବଲାଙ୍ଗିର ଜିଲ୍ଲା ରେଳ ଉପଭୋକ୍ତ ସଂଘର କାର୍ଯ୍ୟକାରୀ କମିଟିର ବୈଠକ ସଭାପତି ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସହ-ସଂପାଦକ ପ୍ରଭାକର ମିଶ୍ର ବିଗତ!-->…
Read More...
Read More...