Browsing Tag

ଲୋକପ୍ରିୟ ଅଭିନେତା ଅନୁପମ ଶ୍ୟାମଙ୍କ ପରଲୋକ

ଲୋକପ୍ରିୟ ଅଭିନେତା ଅନୁପମ ଶ୍ୟାମଙ୍କ ପରଲୋକ

ନୂଆଦିଲ୍ଲୀ : ଲୋକପ୍ରିୟ ଅଭିନେତା ତଥା ପ୍ରତିଜ୍ଞା ସିରିଏଲରେ ଠାକୁର ସଜ୍ଜନ ସିଂହ ଚରିତ୍ରରେ ଅଭିନୟ କରୁଥିବା ଅନୁପମ ଶ୍ୟାମଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ୬୩ ବର୍ଷ ବୟସ ହେଉଥିଲା । ଅନୁପମଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ।
Read More...