ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ମାଗଣା କର୍କଟ ରୋଗ ପରାମର୍ଶ ଶିବିର
ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁବର୍ଣପୁର ଆନୁକୂଲ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜିଲ୍ଲା ସ୍ତରୀୟ ମାଗଣା କର୍କଟ ରୋଗ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ମୁମ୍ବାଇର ପ୍ରଖ୍ୟାତ କର୍କଟ ରୋଗ ବିଶେଷଜ୍ଞ ଡାକ୍ତର!-->…
Read More...
Read More...