ସୁଲକ୍ଷଣଦେବୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭିଭାବକ ବୈଠକ ଅନୁଷ୍ଠିତ
ଢେଙ୍କାନାଳ, (ତାପସ ଦାସ) : ସୁଲକ୍ଷଣଦେବୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗତକାଲି ସାଧାରଣ ଶିକ୍ଷକ ଓ ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପିଲାମାନଙ୍କର ଶିକ୍ଷା ଓ ପରୀକ୍ଷା ନିମନ୍ତେ ସରକାରଙ୍କର ଗାଇଡ଼୍ ଲାଇନ୍ ଅନୁସାରେ ପାଠପଢ଼ା କିପରି ପରିଚାଳିତ ବିଷୟରେ ଆଲୋଚନା କରାଯାଇଥିଲା ।!-->…
Read More...
Read More...