Browsing Tag

aagalapura news

ଆଗଲପୁର ବ୍ଲକରେ ଚିଆ ନାମକ ଏକ ଶସ୍ୟ ଜାତୀୟ ଫସଲର ଶୁଭାରମ୍ଭ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନୁନିଆପାଲି ପଂଚାୟତ ଅନ୍ତର୍ଗତ ଅମରାମୁଣ୍ଡା ଗ୍ରାମର ଚାଷୀ ପବିତ୍ର ସାହୁ ତାଙ୍କ ନିଜ ଜମିରେ ପରୀକ୍ଷାମୂଳକ ଭାବେ ଚିଆ ଚାଷ କରିଥିଲେ । ଯାହାକି ବର୍ତ୍ତମାନ ଅମଳ ହେବାକୁ ଯାଉଥିବା ସୂଚନା ମିଳିଛି । ପ୍ରକାଶ ଯୋଗ୍ୟ ଯେ
Read More...

ଆଗଲପୁର ବ୍ଲକସ୍ତରୀୟ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଯୋଗ ଦେଇଥିଲେ । ସମ୍ମାନିତ ଅତିଥିଭାବେ ଜିଲ୍ଲା ପରିଷଦ
Read More...

ରୋତ କଲେଜରେ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ ବାଣୀ ନିକେତନ ରୋତଠାରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆନୁକୁଲ୍ୟରେ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ପ୍ରାରମ୍ଭରେ କଲେଜର ଅଧ୍ୟକ୍ଷ ଡ଼ଃ ସନ୍ତୋଷ କୁମାର ରଥ ଓ କାର୍ଯ୍ୟକ୍ରମ ଅଧିକାରୀ ଅର୍ଜେନ୍ଦୁ
Read More...