ଜଳନ୍ଧର ମହାବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୂଜା ଜଳନ୍ଧର ମହାବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ କଲେଜର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ!-->…
Read More...
Read More...