Browsing Tag

aathagarh news

ଚାଷଜମିରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଆଠଗଡ଼ : ଆଠଗଡ଼ ସହରର ଅଶୋକନଗର ଓ ମୈତ୍ରୀ ବିହାରର ମଧ୍ୟବର୍ତ୍ତୀ ଏକ ଚାଷଜମିରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାସ୍ଥଳରେ ପ୍ରାଥମିକ ତଦନ୍ତ କରିବା ସହ ମୃତଦେହକୁ ଆଠଗଡ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ ।
Read More...