ରେଙ୍ଗାଲି କ୍ଲଷ୍ଟର ସ୍ତରୀୟ ଶିକ୍ଷା ସଭା ଆୟୋଜିତ
ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ରେଙ୍ଗାଲି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତା ୧୬-୮-୨୫ ଶନିବାର ସିଆରସିସି ଦେବାଶିଷ ସାହୁଙ୍କ ଅଧ୍ୟକ୍ଷତାରେ ଆସ ସ୍କୁଲ ଯିବା କାର୍ଯ୍ୟକ୍ରମର ସାଧନ ସ୍ତରୀୟ ଶିକ୍ଷା ସଭା ଆୟୋଜିତ ହୋଇଯାଇଛି ।!-->…
Read More...
Read More...